123

କରୋନାରେ ଆକ୍ରାନ୍ତ ହେଲେ କେନ୍ଦ୍ର ମନ୍ତ୍ରୀ କୃଷ୍ଣପାଲ ଗୁର୍ଜର

ନୂଆଦିଲ୍ଲୀ ୨୭/୮: ଦେଶରେ କରୋନାର ପ୍ରଭାବ ଦିନ କୁ ଦିନ ବଢିବାରେ ଲାଗିଛି । କେନ୍ଦ୍ର ମନ୍ତ୍ରୀ କୃଷ୍ଣ ପାଲ ଗୁର୍ଜର କାରୋନା ରେ ସଂକ୍ରମିତ ହୋଇଛନ୍ତି । ଏ ନେଇ ସେ ନିଜେ ଟ୍ବିଟ୍ କରି ଜଣାଇଛନ୍ତି ।

ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ଗମ୍ଭୀରତାର ସହ ନେଇ ସେ କରୋନା ଟେଷ୍ଟ୍ କରାଇଥିଲେ ଯାହାର ରିପୋର୍ଟ ପଜିଟିଭ ଆସିଛି ଓ ଯେତେ ଜଣ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ,ଦୟା କରି ସେମାନେ କରୋନା ଟେଷ୍ଟ୍ କରାଇ ନିଅନ୍ତୁ ବୋଲି କେନ୍ଦ୍ର ମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି ।

Spread the love