80

ରାଜ୍ୟରେ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, ୩/୯: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବଢିବାରେ ଲାଗିଛି । ଆଜି ରାଜ୍ୟରେ କରୋନାରେ ଆଉ ୮ ଜଣ ପ୍ରାଣ ହରାଇଛନ୍ତି । ୮ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଖୋର୍ଦ୍ଧା, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
Spread the love