Skip to content
ଭୁବନେଶ୍ୱର,୫/୯: ସିଏଚ୍ଏସ୍ଇ ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ଏହା ସହିତ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ବାହାରିବ ବୋଲି ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସିଏଚ୍ଏସ୍ଇ କାର୍ଯ୍ୟାଳୟରେ ଫଳ ଘୋଷଣା କରାଯିବ ପରେ ଛାତ୍ରୀଛାତ୍ରମାନେ www.orissaresults.in ଓ୍ବେବ୍ସାଇଟ୍ରେ ରୋଲ୍ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ ବୋଲି ବିଭାଗ ପକ୍ଷରୁ ଜଣାଯାଇଛି ।