134

ରାଜ୍ୟରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର ,୧୯/୯: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
Spread the love