Bichitra Odisha
ଭୁବନେଶ୍ୱର ,୦୪/୦୮:କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ପୀଡ଼ିତ ହୋଇଛନ୍ତି । ଆଜି ତାଙ୍କର ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ ଗୁରୁଗାଓଁସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତି କରାଯାଇଛି ।